Masthead

ଟସ୍ ଜିତି ବୋଲିଂ କରିବ ଦିଲ୍ଲୀ; ଜାଣନ୍ତୁ ଉଭୟ ଦଳର ଚୂଡ଼ାନ୍ତ ଏକାଦଶ

ଦୁବାଇ, (ବଡ଼ ଖବର ବ୍ୟୁରୋ): ଆଇପିଏଲ ସିଜନ-୧୩ ପ୍ରଥମ କ୍ୱାଲିଫାୟାର ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଆରମ୍ଭ ହୋଇଛି । ଆଜିର ମ୍ୟାଚରେ ଦିଲ୍ଲୀ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି ।
ଆଜି ମୁମ୍ବାଇ ଦଳରେ ତିନୋଟି ପରିବର୍ତ୍ତନ କରାଯାଇଛି । ଯୁବ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ଯଶପ୍ରୀତ ବୁମ୍ରା ଓ ଟ୍ରେଣ୍ଟ ବୋଲ୍ଟ ପୁଣି ଥରେ ଦଳକୁ ଫେରିଛନ୍ତି । ସେହିପରି ଆଜିର ମ୍ୟାଚରେ ଦିଲ୍ଲୀ ପକ୍ଷରୁ କୌଣସି ପରିବର୍ତ୍ତନ କରାଯାଇନାହିଁ ।
ମୁମ୍ବାଇ ଚୁଡ଼ାନ୍ତ ଏକାଦଶ:-
ରୋହିତ ଶର୍ମା(ଅଧିନାୟକ), କ୍ୱିଣ୍ଟନ ଡିକକ୍, ସୂର୍ଯ୍ୟ କୁମାର ଯାଦବ, ଇଶାନ କିଶାନ, ହାର୍ଦ୍ଦିକ ପାଣ୍ଡ୍ୟା, କିରନ୍ ପୋଲାର୍ଡ, କ୍ରୁନାଲ ପାଣ୍ଡ୍ୟା, ନାଥନ କୁଲଟର-ନାଇଲ, ରାହୁଲ ଚହର, ଟ୍ରେଣ୍ଟ ବୋଲ୍ଟ ଓ ଯଶପ୍ରୀତ ବୁମ୍ରା
ଦିଲ୍ଲୀ କ୍ୟାପିଟାଲ୍ସ ଚୁଡ଼ାନ୍ତ ଏକାଦଶ:-
ଶ୍ରେୟାସ ଆୟର(ଅଧିନାୟକ), ଶିଖର ଧାୱନ, ପୃଥ୍ୱୀ ଶ, ଅଜିଙ୍କ୍ୟ ରାହାନେ, ରିଷଭ ପନ୍ତ, ମାର୍କସ ଷ୍ଟୋଇନିକ୍ସ, ଅକ୍ସର ପଟେଲ, ରବି ଚନ୍ଦ୍ରନ ଅଶ୍ୱିନୀ, ଡାନିଏଲ ସାମସ୍, କଗିସୋ ରାବଡା ଓ ଅନ୍ରିଚ୍ ନର୍କିଆ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା