Masthead

ଭାରତରେ ପ୍ରଥମ HMPV ରୋଗୀ ଚିହ୍ନଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚୀନରେ ଆତଙ୍କ ମଚାଇଥିବା ଭାଇରାସ ଏବେ ଭାରତରେ ପ୍ରବେଶ କରିଛି । ଭାରତରେ ଚିହ୍ନଟ ହୋଇଛି ପ୍ରଥମ ଏଚଏମପିଭି ଆକ୍ରାନ୍ତ । ବେଙ୍ଗାଲୁରୁର ୮ ମାସର ପିଲା ଠରେ ମିଳିଛି ଏହି ଭାଇରସ୍‌ । ଭାରତରେ ଏହା ପ୍ରତମ କେସ୍‌ । ଏଚଏମପିଭି ଭାଇରସ୍ ପାଇଁ ବଢିବାରେ ଲାଗିଛି ଶ୍ବାସକ୍ରିୟା ଜନିତ ଅସୁସ୍ଥତା ।

ତେବେ ଭାରତରେ ଏହି ଭାଇରସକୁ ନେଇ ଚିନ୍ତା କରିବାର କିଛି କାରଣ ନାହିଁ ବୋଲି କହିଥିଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ । ଗତ ଶନିବାର ଏକ ବିବୃତି ଜାରି କରି ମନ୍ତ୍ରାଳୟ କହିଥିଲା ଯେ ଚୀନରେ ଏହି ସ୍ଥିତି କିଛି ଅସାଧାରଣ ନୁହେଁ, ଭାରତ ଏହା ସଫଳ ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା