Masthead

ପ୍ରବାସୀ ଭାରତୀୟ ସମ୍ମିଳନୀର ଆଜି ଶେଷ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପ୍ରବାସୀ ଭାରତୀୟ ଦିବସର ଅନ୍ତିମ ଦିବସ । ଉଦଯାପନୀ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି । ୨୭ ଜଣଙ୍କୁ ମିଳିବ ‘ପ୍ରବାସୀ ଭାରତୀୟ ସମ୍ମାନ’ । ପୁରସ୍କୃତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ପୂର୍ବାହ୍ନରେ ରାଜଭବନରୁ ସିଧାସଳଖ ଜନତା ମୈଦାନ ଅଭିମୁଖେ ଯାଇ ରାଷ୍ଟ୍ରପତି ପ୍ରବାସୀ ଭାରତୀୟ ସମ୍ମିଳନୀର ଉଦଯାପନୀ ଉତ୍ସବରେ ଯୋଗଦେବେ।

ଭାରତ ଓ ବିଦେଶରେ ବିଭିନ୍ନ କ୍ଷେତ୍ରରେ ସେମାନଙ୍କ ଅବଦାନକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରବାସୀ ଭାରତୀୟ ସମ୍ମାନ ୨୦୨୫ ପ୍ରଦାନ କରାଯିବ। ବୈଦେଶିକ ବ୍ୟାପର ମନ୍ତ୍ରଣାଳୟ ପକ୍ଷରୁ ଏନେଇ ପୂର୍ବରୁ ନାମ ଘୋଷଣା କରାଯାଇଛି । ୮ ତାରିଖରୁ ଆରମ୍ଭ ହୋଇଥିବା ବିରାଟ ସମ୍ମିଳନୀକୁ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନୁଷ୍ଠାନିକ ଭାବେ ଉଦଘାଟନ କରି ପ୍ରବାସୀ ମାନଙ୍କୁ ସମ୍ବୋଧିତ କରିଥିବା ବେଳେ ଆଜି ରାଷ୍ଟ୍ରପତି ପ୍ରବାସୀ ମାନଙ୍କ ପାଇଁ ନିଜ ଅଭିଭାଷଣରେ ବକ୍ତବ୍ୟ ରଖିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ