Masthead

ଜବରଦଖଲ ଉଚ୍ଛେଦ ପାଇଁ ବାଲେଶ୍ୱରରେ କର୍ଫ୍ୟୁ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଜବରଦଖଲ ଉଚ୍ଛେଦ ପାଇଁ ବାଲେଶ୍ୱରରେ କର୍ଫ୍ୟୁ । ରେଳ ଜାଗା ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି । ଆସନ୍ତାକାଲି ରାତି ୧୦ଟା ଯାଏଁ କର୍ଫ୍ୟୁ ଜାରି । ଆରଡ଼ ବଜାରରୁ ପରିବାର ବଜାର ପର୍ଯ୍ୟନ୍ତ କର୍ଫ୍ୟୁ । ହରିପୁରର ଦର୍ଜୀପୋଖରୀ ଠାରୁ ଫୁଲାଡ଼ି ଛକ ଯାଏଁ କର୍ଫ୍ୟୁ । ଅରଡ ବଜାରଠାରୁ ପରିବା ମାର୍କେଟ, ହରିପୁରଠାରୁ ଦର୍ଜି ପୋଖରୀ ଛକ, କଷ୍ମିଳା ପୋଲଠାରୁ ଫୁଲାଡି ଛକ, ନୁଆବଜାର ରେଳ ଫାଟକ ଓ ଗଳା ପୋଲଠାରୁ ନୂଆବଜାର ପରିବା ମାର୍କେଟର ଉଭୟେ ପାର୍ଶ୍ୱ ରାସ୍ତାରେ ବିଏନଏସର ଧାରା ୧୬୩ ଓ କର୍ଫ୍ୟୁ ଜାରି କରିଛି ଜିଲ୍ଲା ପ୍ରଶାସନ।

ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଭୋର ୪ଟାରୁ ରାତି ୧୦ଟା ଓ ଆସନ୍ତା କାଲି ଭୋର ୪ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ଏହି କଟକଣା ଜାରୀ କରିଥିବା ସୂଚନା ଦେଇଛନ୍ତି ବାଲେଶ୍ଵର ଅତିରିକ୍ତ ଜିଲ୍ଲାପାଳ। ଉଚ୍ଛେଦ ବେଳେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆ ଯାଇଥିବା କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ। ସେଥିପାଇଁ ସକାଳୁ ସକାଳୁ ରେଳ ଲାଇନ କଡ଼ରେ ରହୁଥିବା ଲୋକମାନେ ଘରୁ ସେମାନଙ୍କ ଆସବାବପତ୍ର ଅନ୍ୟତ୍ର ନେବାରେ ଲାଗିପଡିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼