Masthead

ପୁଣି ସେବାୟତ ବିବାଦ, ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମକର ସଂକ୍ରାନ୍ତିରେ ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ । ଗତକାଲି ରାତି ସାଢେ ୮ଟାରୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ । ସେବାୟତଙ୍କ ବିବାଦ ଲାଗି ବନ୍ଦ ରହିଛି ନୀତି । ମକର ମଣ୍ଡପରେ ଗତକାଲି ସନ୍ଧ୍ୟାରୁ ବସି ରହିଛନ୍ତି ମହାପ୍ରଭୁ ଲିଙ୍ଗରାଜ । କୌଣସି ନୀତି ହୋଇପାରୁନି । ଦିଅଁ ଦକ୍ଷିଣ ଘରକୁ ବିଜେ କରିପାରିନାହାନ୍ତି ।

ପବିତ୍ର ପୁଷ୍ୟାଭିଷେକ ସନ୍ଧ୍ୟା ଧୂପ ପରେ ମକର ମଣ୍ଡପରେ ଲିଙ୍ଗରାଜ ମହାପ୍ରଭୁ ବିଜେ ହେବା ପରେ ମାହାସୁଆରଙ୍କ ଦ୍ୱାରା ଦୁଗ୍ଧ ଆଉଟା ହୋଇ ଘୃତ କମଳ ପ୍ରସ୍ତୁତ ହୋଇଥାଏ । ମକର ସଂକ୍ରାନ୍ତି ନିମନ୍ତେ ଘୃତ୍ୟ କମଳ ଲାଗି ହୁଏ । କିନ୍ତୁ ପୁନର୍ବାର ବଡୁ ସେବାୟତ ଏକା ଏହି ନୀତିକୁ ନିଜେ କରିବାକୁ ଦାବି କରିଥିଲେ । ଯେଉଁଥିପାଇଁ ମହାପ୍ରଭୁ ଲିଙ୍ଗରାଜ ମକର ମଣ୍ଡପରେ ଗତକାଲି ସନ୍ଧ୍ୟାରୁ ବସି ରହିଛନ୍ତି । ନା କୌଣସି ନୀତି ହୋଇଛି ନା ଦିଅଁ ଦକ୍ଷିଣ ଘରକୁ ବିଜେ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ