Masthead

ଆଜିଠୁ ପୁଣି ରତ୍ନଭଣ୍ଡାର ମରାମତି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ପୁଣିଥରେ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ୟ୍ୟ । ପୁଷ୍ୟାଭିଷେକ ନୀତି, ମକର ସଂକ୍ରାନ୍ତି, ସୁନାବେଶ, ନବାଙ୍କ ବେଶ ଭଳି ବିଭିନ୍ନ ନୀତି ଏବଂ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଜାନୁଆରୀ ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ମରାମତି କାମ ବନ୍ଦ ରହିଥିଲା । ଆଜିଠୁ ପୁଣିଥରେ ମରାମତି କରାଯିବ। ଆଜି ପଥର ରିପ୍ଲେସମେଣ୍ଟ କାର୍ଯ୍ୟ ଜାରି ରହିବ। ପ୍ରଥମେ ଭର୍ଟିକାଲ୍ କ୍ରାକ୍ସ ଓ ପରେ ଚଟାଣରେ ଥିବା ମୂଷା ଗାତ ମରାମତି କାର୍ଯ୍ୟ କରାଯିବ ।

୧୨ ତାରିଖରୁ ୧୫ ତାରିଖ ମଧ୍ୟରେ କାମ ବନ୍ଦ ରହିଥିଲା । ଆଗକୁ ଅଧିକ ସମୟ ଆବଶ୍ୟକତା ରହିଛି । ତାହେଲେ ରତ୍ନଭଣ୍ଡାର ମରାମତି ସମୟ ଧାର୍ୟ୍ୟ ପୂର୍ବରୁ ଶେଷ ହୋଇପାରିବ। ଆଉ ଏପଟେ ଶ୍ରୀମନ୍ଦିର ନାଟମଣ୍ଡପ ଧାଡିଦର୍ଶନ ଲାଗୁ ପାଇଁ ପୁଣିଥରେ ଆରମ୍ଭ ହୋଇଛି ପ୍ରକ୍ରିୟା । ଭିଡକୁ ଦୃଷ୍ଟିରେ ରଖାଯାଇ ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଥିଲା । ଏବେ ନିଯୋଗମାନଙ୍କ ସହ ଆଲୋଚନା କରାଯାଉଛି । ପ୍ରକ୍ରିୟା ଶେଷ ପରେ ଲାଗୁ ହେବ ନାଟମଣ୍ଡପ ଧାଡି ଦର୍ଶନ ବ୍ୟବସ୍ଥା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି