Masthead

ଆଜିବି ବ୍ରଜ ଦାସଙ୍କ ଘରେ ଚାଲିଛି ଚଢାଉ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ରେଡ୍ । ୨ୟ ଦିନରେ ବ୍ରଜ ଦାସଙ୍କ ଘରେ ଚାଲିଛି ରେଡ୍ । ସମ୍ବଲପୁର ସ୍ଥିତ ଘର ଓ ଅଫିସରେ ଆୟକର ଟିମ୍‌ର ଚଢାଉ । ବ୍ରଜ ଦାସଙ୍କ ସମ୍ପର୍କରେ ଥିବା ୭ ଠିକାଦାରଙ୍କ ଘରେ ବି ରେଡ୍ ଜାରି । କାଲି ୪୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା ଆୟକର ବିଭାଗ ।

ଆୟକର ଫାଙ୍କିବା ଅଭିଯୋଗରେ ଏହି ରେଡ କରାଯାଉଛି । ୧୦ଟି ଇନୋଭା ଗାଡିରେ ବାହାରୁ ଟିମ୍ ଆସି ରେଡ କରାଯାଉଥିବା ସୂଚନା ମିଳିଛି । ତେବେ ରେଡ ସମ୍ପର୍କରେ କେହି ମୁହଁ ଖୋଲିନଥିବା ଜଣାପଡିଛି । ବହୁତ ପୂର୍ବରୁ ବ୍ରଜ ଆୟକର ଟ୍ୟାକ୍ସ ଦେଉନଥିଲେ ,୪ ବର୍ଷ ପୂର୍ବରୁ ମଧ୍ୟ ବ୍ରଜଙ୍କ ଘରେ ଆଇଟି ରେଡ୍ ହୋଇଥିଲା । ଏହା ଦ୍ବିତୀୟ ବାର ରେଡ୍ ହେଉଛି । ତେଣୁ ବ୍ରଜଙ୍କ ଉପରେ କିଛି ବଡ ଧରଣର ଅଭିଯୋଗ ରହିଥିବା ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ