Masthead

ଆୟକରଦାତା ନେଉଥିଲେ PDS ଚାଉଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆୟକରଦାତା ନେଉଥିଲେ ରାସନ ଚାଉଳ। ହାତେଇଥିଲେ ରାସନ୍‌ କାର୍ଡ। ଅଭିଯୋଗ ପରେ ଯୋଗାଣ ବିଭାଗ ପକ୍ଷରୁ ଚାଲିଛି ତନାଘନା। ପ୍ରାୟ ୪ଲକ୍ଷ ଆୟକରଦାତା ରାସନ କାର୍ଡ ନେଇଥିବା ସୂଚନା ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ତେବେ ଆୟକରଦାତାଙ୍କୁ ରାସନ କାର୍ଡରୁ ବାଦ ଦେବା ପାଇଁ ପ୍ରକିୟା ଆରମ୍ଭ ହୋଇଛି।

ପୂରା ତଥ୍ୟ ଆସିବା ପରେ ସେମାନଙ୍କୁ ବାଦ୍‌ ଦିଆଯିବ। ତେବେ କେତେଜଣ ଏଭଳି ହିତାଧିକାରୀ ରହିଛନ୍ତି ସେନେଇ ଚାଲିଛି ଅନୁଧ୍ୟାନ । ପୂରା ତଥ୍ୟ ଆସିବା ପରେ ସେମାନଙ୍କୁ ରାସନ କାର୍ଡ ବାଦ୍ ଦିଆଯିବ । ପ୍ରାୟ ୪ ଲକ୍ଷ୍ୟ ଏଭଳି ହିତାଧିକାରୀ ରାସନ କାର୍ଡ ପାଇଥିଲେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ