Masthead

ତୃତୀୟ ଦିନରେ ଚାଲିଛି ବ୍ରଜ ଦାସଙ୍କ ଘରେ ରେଡ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତୃତୀୟ ଦିନରେ ଚାଲିଛି ବ୍ରଜ ଦାସଙ୍କ ଘରେ ରେଡ୍ । ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆଇଟି ରେଡ୍ । ସମ୍ବଲପୁର ଧନକଉଡ଼ା ସ୍ଥିତ ଘର ଓ ଅଫିସରେ ଆୟକର ଟିମର ରେଡ୍ । ଲଗାତାର ଦୁଇ ଦିନ ଧରି ଆୟକର ବିଭାଗ କର୍ମଚାରୀମାନେ ଚଢ଼ାଉ କରିଥିଲେ ବି ଏହା ସରି ନାହିଁ ରେଡ୍ ।

ଆଜି ତୃତୟ ଦିନରେ ପୁଣି ସକାଳୁ ସକାଳୁ ରେଡ୍‌ ଆରମ୍ଭ ହୋଇଛି । ବ୍ରଜଙ୍କ ସମ୍ପତ୍ତି ଆୟର ସୂତ୍ର ବାବଦରେ ଛାନଭିନ କରୁଛନ୍ତି ଆୟକର ଅଧିକାରୀ । ଚଢ଼ାଉ ଚାଲିଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ଘର ବାହାରେ ସୁରକ୍ଷାକର୍ମୀ ମଧ୍ୟ ମୁତୟନ ହୋଇଛନ୍ତି । କେବେଠୁ ବ୍ରଜ ଆୟକର ଟ୍ୟାକ୍ସ ଦେଉନଥିଲେ, ତାଙ୍କ ଉପରେ କେତେ ଟଙ୍କାର ବକେୟା ଟିକସ୍ ରହିଛି ସେସବୁର ଖୋଳତାଡ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ