Masthead

ସରିଲା ରେଡ, ଫେରିଗଲେ ଆଇଟି ଟିମ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରିଲା ରେଡ । ଫେରିଗଲେ ଆଇଟି ଟିମ୍ । ବ୍ରଜ କିଶୋର ଦାସଙ୍କ ଘରେ ସରିଲା ଆଇଟି ଟିମ୍‌ର ତନାଘନା । ଲଗାତାର ୪ ଦିନ ଧରି ରେଡ୍ ପରେ ଫେରିଗଲେ ଆଇଟି ଟିମ୍ । ଆୟକର ଫାଙ୍କି ଅଭିଯୋଗରେ ଚଢ଼ାଉ କରିଥିଲା ଆୟକର ଟିମ୍ । ରେଡ୍‌ ପରେ ବ୍ରଜ ଦାସ କିମ୍ବା ଆୟକର ବିଭାଗ ପକ୍ଷରୁ ପ୍ରତିକ୍ରିୟା ମିଳିନି । ଗତ ୧୭ରୁ ଲଗାତାର ୪ ଦିନ ଧରି ରେଡ୍‌ କରିଥିଲା ଆଇଟି ଟିମ୍‌ । ଆୟକର ଫାଙ୍କିବା ଅଭିଯୋଗରେ ଏହି ରେଡ କରାଯାଇଥିଲା। ବହୁତ ପୂର୍ବରୁ ବ୍ରଜ ଆୟକର ଟ୍ୟାକ୍ସ ଦେଉନଥିଲେ ,୪ ବର୍ଷ ପୂର୍ବରୁ ମଧ୍ୟ ବ୍ରଜଙ୍କ ଘରେ ଆଇଟି ରେଡ୍ ହୋଇଥିଲା । ଏହା ଦ୍ବିତୀୟ ବାର ରେଡ୍ ହେଉଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ