Masthead

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ଦିନ ୧୧ଟାରେ କ୍ୟାବିନେଟ ବୈଠକ ହେବ,ଏଥିରେ ୭ଟିରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିବା ସମ୍ଭାବନା ରହିଛି । ପଞ୍ଚାୟତିରାଜ, ସ୍ବାସ୍ଥ୍ୟ, ନଗର ଉନ୍ନୟନ, ମହିଳା ଶିଶୁ ବିକାଶ ଆଦି ବିଭାଗର କିଛି ପ୍ରସ୍ତାବ ଉପରେ ମୋହର ବାଜିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼