Masthead

କପିଳ ଶର୍ମାଙ୍କ ସମେତ ୩ ବଲିଉଡ ଷ୍ଟାରଙ୍କୁ ହତ୍ୟା ଧମକ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): କମେଡି କିଙ୍ଗ କପିଲ ଶର୍ମାଙ୍କ ସହ ୪ ବଲିଉଡ୍‌ ଷ୍ଟାରଙ୍କୁ ହତ୍ୟା ଧମକ ।ପାକିସ୍ତାନରୁ ଇ-ମେଲ ମାଧ୍ୟମରେ ଆସିଲା ହତ୍ୟା ଧମକ । କମେଡିଆନ ରାଜପାଲ ଯାଦବ, ରେମୋ ଡିସୁଜାଙ୍କୁ ଧମକ । କମେଡିଆନ ସୁଗନ୍ଧା ମିଶ୍ରଙ୍କୁ ମଧ୍ୟ ହତ୍ୟା ଧମକକପିଲ ଶର୍ମାଙ୍କୁ ହତ୍ୟା ଧମକ । କମେଡି କିଙ୍ଗ କପିଲ ଶର୍ମାଙ୍କୁ ଏକ ଇ-ମେଲ ଆସିଥିଲା ।

ଯେଉଁଥିରେ ତାଙ୍କୁ ଓ ତାଙ୍କ ପରିବାର, ସମ୍ପର୍କୀୟଙ୍କୁ ହତ୍ୟା ଧମକ ଦିଆଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ଅନ୍ୟପଟେ କମେଡିଆନ ତଥା ବଲିଉଡ ଅଭିନେତା ରାଜପାଲ ଯାଦବଙ୍କୁ ମଧ୍ୟ ହତ୍ୟା ଧମକ ଆସିଛି । ସେହିପରି ସମାନ ଧମକପୂର୍ଣ୍ଣ ଏକ ଇମେଲ କୋରିଓଗ୍ରାଫର ରେମୋ ଡିସୁଜାଙ୍କୁ ମଧ୍ୟ ଆସିଛି । ଏ ନେଇ ଅମ୍ବୋଲି ପୋଲିସ ଷ୍ଟେସନରେ ମାମଲା ରୁଜ୍ଜୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା