Masthead

ଟ୍ୱିନ୍ ସିଟିରେ ଘନ କୁହୁଡିର ଆସ୍ତରଣ , ୧୦୦ ମିଟର ଦୂରକୁ ଦେଖିବା ବି କଷ୍ଟକର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟ୍ୱିନ୍ ସିଟିରେ ଘନ କୁହୁଡି ପାଇଁ ଦିଶୁନି ମୁହଁକୁ ମୁହଁ । ରାଜଧାନୀ ଭୁବନେଶ୍ୱର ସହ କଟକରେ ବି ଆଜି ସକାଳେ କୁହୁଡ଼ିର ମୋଟା ଆସ୍ତରଣ ଜମିଛି। ଦୃଶ୍ୟମାନ ଦୂରତା ଖୁବ୍‌ କମ୍‌ ଥିବାରୁ ଲୋକେ ଯିବା ଆସିବା କରିବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳରେ ବାଧା ଉପୁଜିଛି। ରାଜଧାନୀ ଭୁବନେଶ୍ୱର ସହ କଟକରେ ବି ଆଜି ସକାଳେ କୁହୁଡ଼ିର ମୋଟା ଆସ୍ତରଣ ଜମିଛି। ଦୃଶ୍ୟମାନ ଦୂରତା ଖୁବ୍‌ କମ୍‌ ଥିବାରୁ ଲୋକେ ଯିବା ଆସିବା କରିବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଏପରିକି ସକାଳେ ଲୋକେ ଗାଡ଼ି ଲାଇଟ ଲଗାଇ ଯାତାୟତ କରୁଥିବା ଦେଖିବାକୁ ମିଳିଛି। ଏତେ କୁହୁଡି ଯେ, ମୁହଁକୁ ମୁହଁ ଦିଶୁନାହିଁ। ୧୦୦ ମିଟର ଦୂରତାରୁ ମଧ୍ୟ ମୁହଁ ଦିଶୁନି। ଫଳରେ ଗାଡିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଛି। ସାଧାରଣ ଜନଜୀବନ ମଧ୍ୟ ବ୍ୟାଘାତ ହୋଇଛି। ସେହିପରି ପୁରୀରେ ମଧ୍ୟ ଘନ କହୁଡ଼ି ଦୃଶ୍ୟମାନ ହୋଇଛି। କହୁଡ଼ି ଯୋଗୁ ଗାଡ଼ିଚଳାଚଳରେ ଅସୁବିଧା ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ, ରାଜ୍ୟରେ କିଛି ଦିନ ହେବ ଶୀତର ଲହରୀ ଜାରି ରହିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା