Masthead

ପୁଣି ଏକ ଦନ୍ତା ହାତୀର ମୃତ୍ୟୁ

ବଡ଼ମ୍ବା (ବଡ଼ ଖବର ବ୍ୟୁରୋ):  ନରସିଂହପୁର ଜଙ୍ଗଲରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ । ପୂର୍ବ ରେଞ୍ଜର ରଙ୍ଗଡାବ ଗ୍ୟାସ ଅଫିସ ନିକଟରେ ମୃତଦେହ ଠାବ । ଗ୍ୟାସ ଅଫିସ ନିକଟରେ ଥିବା ଏକ ବଗିଚାରେ ମୃତଦେହ ଠାବ । ଗ୍ୟାସ ଅଫିସ ନିକଟରେ ଥିବା ଏକ କଦଳୀ ବଗିଚାରେ ଦନ୍ତାର ସନ୍ଦେହଜନକ ମୃତ୍ୟୁ ହୋଇଛି। ଏନେଇ ପୂର୍ବାଞ୍ଚଳ ବନାଞ୍ଚଳ ଅଧିକାରୀ ସୁବାସ ଚନ୍ଦ୍ର ରାଉତ ସୂଚନା ଦେଇଛନ୍ତି। ହାତୀର କେଉଁ କାରଣରୁ ମୃତ୍ୟୁ ହୋଇଛି ତାହା ଜଣାପଡୁନି। ଶିକାରୀ ଗୁଳି ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ହାତୀର ବୟସ ୧୦ରୁ ୧୨ ବର୍ଷ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ