Masthead

ଚାରିଆଡ଼େ ଧୂଆଁମୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସକାଳୁ ସକାଳୁ କୁହୁଡ଼ି। ଚାରିଆଡ଼େ ଧୂଆଁମୟ । ମୁହଁକୁ ମୁହଁ ଦେଖିବା ମୁସ୍କିଲ । କେତେକ ଅଞ୍ଚଳରେ ଗତ ରାତିରୁ ହିଁ କୁହୁଡ଼ି ମାଡି ଆସିଥିଲା । ଆଜି ସକାଳୁ ଭୁବନେଶ୍ଵର ସମେତ ଅନେକ ସ୍ଥାନରେ କୁହୁଡି ଦେଖାଦେଇଛି । ପାହାଡ଼ିଆ ଅଞ୍ଚଳରେ ଜିରୋ ଭିଜିବିଲିଟି ଯୋଗୁଁ ଯାତାୟାତବେଳେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି । ଘନ କୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ବନ୍ଦ ରଖିବା ପାଇଁ ପରାମର୍ଶ ଦିଆଯାଇଛି । ଘନ କୁହୁଡି ସହ ଦିନ ଏବଂ ରାତିର ତାପମାତ୍ରା ବୃଦ୍ଧି ହେବ । ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି