Masthead

ହାତୀ ଦଳିଦେଲା

ସୁବର୍ଣ୍ଣପୁର (ବଡ଼ ଖବର ବ୍ୟୁରୋ): ହାତୀ ଆକ୍ରମଣରେ ସୁବର୍ଣ୍ଣପୁର ଜିଲ୍ଲାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ରେଞ୍ଜ ଅନ୍ତର୍ଗତ ହାତୀପାହୁଲ ଗାଁରେ । ହାତୀ ଘଉଡାଇବାକୁ ଯାଇ ହାତୀ ଆକ୍ରମଣର ଶିକାର ହୋଇଛନ୍ତି ଗାଁର ଉଗ୍ରସେନ ଭୋଇ । ଗୁରୁବାର ରାତିରେ ହାତୀପାହୁଲ ଗାଁକୁ ୪୦ପଟ ହାତୀ ଆସି ଧାନଫସଲ ନଷ୍ଟ କରୁଥିଲେ । ଖବର ପାଇ ଗ୍ରାମବାସୀ ହାତୀ ଘଉଡାଇବାକୁ ଯାଇଥିଲେ । ତେବେ ହାତୀପଲ ପାଲଟା ଆକ୍ରମଣ କରିବାରୁ ହାତୀ ହାବୁଡରେ ପଡିଯାଇଥିଲେ ଉଗ୍ରସେନ । ଫଳରେ ହାତୀପଲ ତାଙ୍କୁ କଚାଡି ମାରିଦେଇଥିଲେ । ଅନ୍ୟପକ୍ଷରେ ବନ ବିଭାଗ ଅଧିକାରୀ ସୂଚନା ପାଇବା ସତ୍ତ୍ୱେ ଘଟଣାସ୍ଥଳରେ ନପହଞ୍ଚିବା ଗ୍ରାମବାସୀଙ୍କୁ ବ୍ୟଥିତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼