Masthead

କ’ଣ ଶସ୍ତା ଆଉ କ’ଣ ମହଙ୍ଗା….ଜାଣନ୍ତୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦରେ ଉପସ୍ଥାପିତ ହେଲା ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ ପେଡି ଖୋଲିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଲୋକସଭାରେ ବଜେଟ୍ ଅଭିଭାଷଣ ରଖିଲେ ଅର୍ଥମନ୍ତ୍ରୀ। ତେବେ ବଜେଟରେ ସବୁଠୁ ବଡ ଘୋଷଣାକୁ ଅପେକ୍ଷା କରିଥାନ୍ତି ସବୁ ବର୍ଗର ଲୋକେ । ତାହା ହେଉଛି କ’ଣ ଶସ୍ତା ଆଉ କ’ଣ ମହଙ୍ଗା ହେବ। ଲୋକଙ୍କ ଏହି ଅପେକ୍ଷାକୁ ଭରଣା କରିଛନ୍ତି ସୀତାରମଣ। ଏନେଇ କରିଛନ୍ତି ବଡ ଘୋଷଣା।

ଶସ୍ତା_

  • ଶସ୍ତା ହେବ LED ଓ LCD ଟିଭି
  • LED ଓ LCD ଟିଭି ଉପରେ କର ହ୍ରାସ
  • ମୋବାଇଲ ଫୋନ ବ୍ୟାଟେରୀ ମଧ୍ୟ ଶସ୍ତା ହେବ
  • ଶସ୍ତା ହେବ ଚମଡ଼ାଜାତ ଦ୍ରବ୍ୟ
  • ଲିଥିୟମ ବ୍ୟାଟେରୀ ମଧ୍ୟ ଶସ୍ତା ହେବ
  • ଶସ୍ତା ହେବ କ୍ୟାନ୍ସର ଓ ଜୀବନ ରକ୍ଷାକାରୀ ଔଷଧ
  • ଜୀବନ ରକ୍ଷାକାରୀ ଔଷଧ ଉପରୁ କଷ୍ଟମ ଡ୍ୟୁଟି ଛାଡ଼
ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି