Masthead

ଫେବୃଆରୀ ୮ରେ ସୁଭଦ୍ରା ଟଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଟଙ୍କାକୁ ନେଇ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ଫେବ୍ରୁଆରୀ ୮ ତାରିଖରେ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପରର୍ଯ୍ୟାୟ ଟଙ୍କା। ଯାଜପୁରରୁ ଏହାର ଶୁଭାରମ୍ଭ କରି ମହିଳାଙ୍କୁ ଆକାଉଣ୍ଟକୁ ପଠାଯିବ ଟଙ୍କା। ତେବେ ଏହି ପର୍ଯ୍ୟାୟରେ ୨୦ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।

କିଛି ଟେକ୍ନିକାଲ ତ୍ରୁଟି ଯୋଗୁଁ ଅନେକ ମହିଳାଙ୍କୁ ଟଙ୍କା ମିଳିପାରିନାହିଁ। ବ୍ୟାଙ୍କର ଏନପିସିଆଇରେ ସମସ୍ୟାରେ ଥିବାରୁ ମଧ୍ୟ ସମସ୍ୟା ହୋଇଛି। କିନ୍ତୁ ହେଉଁ ହତାଧିକାରୀଙ୍କ ଏନପିସିଆଇରେ ସମସ୍ୟା ଅଛି ସେମାନେ କିନ୍ତୁ ଟଙ୍କା ପାଇବାକୁ ଯୋଗ୍ୟ । ସେଥିପାଇଁ ଚିନ୍ତା କରିବାର କିଛି ଚିନ୍ତା ନାହିଁ ବୋଲି ସୁନିଶ୍ଚିତ କରିଛନ୍ତି ପ୍ରଭାତୀ ପରିଡା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ