Masthead

କୋଣାର୍କରେ ଜଳିଗଲା ୧୩ ହସ୍ତଶିଳ୍ପ ଦୋକାନ

କୋଣାର୍କ (ବଡ଼ ଖବର ବ୍ୟୁରୋ): କୋଣାର୍କରେ ଜଳିଗଲା ହସ୍ତଶିଳ୍ପ ଦୋକାନ । ନିଆଁ ଲାଗି ୧୩ ଦୋକାନ ପୋଡି ପାଉଁଶ। ନିଆଁ ଲାଗିବା କାରଣ ଅସ୍ପଷ୍ଟ ଥିବା ବେଳେ କୋଣାର୍କ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ଏକ ଘଣ୍ଟା ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଥିଲେ ଅଗ୍ନିଶମ ବିଭାଗ । କୋଣାର୍କ ମନ୍ଦିରକୁ ଯିବା ବାଟରେ ପ୍ରାୟ ସହ ସହ ଉଠା ଦୋକାନୀ ବସି ଦୀର୍ଘ ଦିନ ହେବ ଵେବସାୟ କରିଆସୁଛନ୍ତି । କିନ୍ତୁ ହଠାତ୍ ରବିବାର ରାତି ଗୋଟାଏରେ ଲାଗିଯାଇଥିଲା ନିଆଁ । ନିଆଁ ଲାଗିବା ପରେ କୋଣାର୍କ ଚମ୍ପା ହାର ଅଗ୍ନିଶମ ବିଭାଗକୁ କିଛି ଦୋକାନୀ ଫୋନ କରିଥିଲେ । ପରେ ଏକ ଘଣ୍ଟା ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଥିଲେ ଅଗ୍ନିଶମ ବିଭାଗ । ସେତବେଳକୁ ପ୍ରାୟ ୧୩ ଗୋଟି ଦୋକାନ ପୋଡି ପାଉଁଶ ହୋଇଯିବା ସହ ଲକ୍ଷାଧିକ ଟଙ୍କାର ଜିନିଷ ପତ୍ର ପୋଡି ଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ