ଏବେଠୁ ହେଲାଣି ଟାଇଁ ଟାଇଁ ଖରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏବେଠୁ ଏମିତି । ଆଗକୁ ହେବ କେମିତି । ଏବେଠୁ ତାତିରେ କଲବଲ ହେଲେଣି ଲୋକେ । ଫେବ୍ରୁଆରୀ ମାସ ଆରମ୍ଭରୁ ଅସମ୍ଭାଳ ତାତି । ଆଗକୁ ଆହୁରି ବଢ଼ିବ ବୋଲି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ । ଚଳିତ ବର୍ଷ ପ୍ରଥମ ଥର ପାଇଁ ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରିଛି ।

ରବିବାର ବଲାଙ୍ଗିରରେ ତାତି ୩୬.୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି । ଟିଟିଲାଗଡ଼ରେ ୩୬, ପାରଳାଖେମୁଣ୍ଡିରେ ୩୫.୮, ଝାରସୁଗୁଡ଼ାରେ ୩୫.୬, ସମ୍ବଲପୁରରେ ୩୫.୧ ଓ ଭବାନୀପାଟଣାରେ ୩୫ ଡିଗ୍ରୀ ରେକର୍ଡ ହୋଇଛି । ଶନିବାର ଭୁବନେଶ୍ୱରରେ ତାତି ୩୩.୬ ଡିଗ୍ରୀ ଥିଲା । ରବିବାର ଏହା ୩୪.୯ ଡିଗ୍ରୀକୁ ବଢ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ