Masthead

ରେଲୱେ ବଜେଟରେ ଓଡ଼ିଶାକୁ ୧୦,୫୯୯ କୋଟି ମଞ୍ଜୁର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାକୁ ମିଳିଲା ରେଳ ବଜେଟ ଭାଗ । ୧୦ହଜାର ୫୯୯ କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର । ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏନେଇ ସୂଚନା ଦେଇଛନ୍ତି । ଓଡ଼ିଶାରେ ୧୦ବର୍ଷରେ ୨୦୪୬ ନୁଆ ଟ୍ରାକ୍‌ ନିର୍ମାଣ ହୋଇଛି । ଓଡ଼ିଶାରେ ନବ ନିର୍ମିତ ଟ୍ରାକ୍‌ ମାଲେସିଆରେ ଥିବା ଟ୍ରାକଠୁ ଅଧିକ କହିଛନ୍ତି ଅଶ୍ୱିନୀ । ଓଡ଼ିଶାରେ ଏବେ ୬ଟି ବନ୍ଦେ ଭାରତ ଚାଲିଛି । ରାଜ୍ୟରେ ୭୮ହଜାର କୋଟିର ପ୍ରକଳ୍ପ ନିର୍ମାଣ ଚାଲିଛି । ଓଡ଼ିଶାରେ ୧୮୯୮ କିମି ଟ୍ରାକରେ କବଚ ଲାଗିବା କାମ ସରିଛି । ୫୯ ରେଳ ଷ୍ଟେସନର ନବୀକରଣ ହୋଇଥିବା କହିଛନ୍ତି ରେଳମନ୍ତ୍ରୀ । ଆସନ୍ତା ୬ ବର୍ଷରେ ସାରା ଦେଶରେ କବଚ ଲାଗିବା କାମ ସରିବ । ଅନେକ ନୂଆ ଟ୍ରେନ ଓଡ଼ିଶାକୁ ଗଡ଼ିବ । କୋଲକାତା-ଚେନ୍ନାଇ ୪ ଲେନ୍ କାମ ଶୀଘ୍ର ସରିବ । କୋଲକାତା-ଭଦ୍ରକ କାମ ଜୋରସୋରରେ ଚାଲିଥିବା କହିଛନ୍ତି ରେଳମନ୍ତ୍ରୀ ଅଶ୍ୱିନର ବୈଷ୍ଣବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼