Masthead

MATRIC EXAM: ଆଉ ହେବନି ପ୍ରଶ୍ନପତ୍ର ଭାଇରାଲ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମାଟ୍ରିକ ପରୀକ୍ଷା ନେଇ ପ୍ରେସମିଟ କରିଛି ବୋର୍ଡ । ପରୀକ୍ଷା ନେଇ ୩ହଜାର ୧୩୩ଟି ପରୀକ୍ଷା କେନ୍ଦ୍ର ହେବ । ୩୧୪ଟି ନୋଡାଲ ସେଣ୍ଟର କରାଯାଇଛି । ପ୍ରତି ଜିଲ୍ଲାରେ ରହିବ ଗୋଟିଏ ଗୋଟିଏ ନୋଡାଲ ସେଣ୍ଟର ରହିବ । ୧୨ ତାରିଖରୁ କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯିବ । ୧୯ ତାରିଖ ସୁଦ୍ଧା ସବୁ କେନ୍ଦ୍ରରେ ପହଞ୍ଚିବ ପ୍ରଶ୍ନପତ୍ର । ୫ଲକ୍ଷ ୧୦ହଜାର ୭୭୮ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ଫେବ୍ରୁଆରୀ ୨୧ ତାରିଖରୁ ଆରମ୍ଭ ହେବ ପରୀକ୍ଷା । ମାର୍ଚ୍ଚ ୬ ତାରିଖ ଯାଏଁ ଚାଲିବ ମାଟ୍ରିକ ପରୀକ୍ଷା ।

ଅନଲାଇନ ଓ ଅଫଲାଇନରେ ମିଳିବ ଆଡମିଟ୍ କାର୍ଡ ।  www.bseodisha.ac.inରେ ମିଳିବ ଆଡମିଟ୍‌ କାର୍ଡ । ୨୧ଟି ପୁଲିସ ଷ୍ଟେସନରେ ନୋଡାଲ ସେଣ୍ଟର ହେବ । ଗୋଟିଏ ସିଟିଂରେ ହେବ ସବୁ ପରୀକ୍ଷା । ସବୁ ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହେବ । ଚଳିତ ବର୍ଷ ପ୍ରଶ୍ନପତ୍ର ଭାଇରାଲ ନହେବା ପାଇଁ ପଦକ୍ଷେପ ନିଆଯାଇଛି । ପ୍ରତି ପ୍ରଶ୍ନପତ୍ରରେ ସିରିଏଲ୍ ନମ୍ବର ରହିବ ଭାଇରାଲ୍ ହେଲେ ଜଣାପଡ଼ିବ। କେଉଁଠୁ ଓ କେଉଁ ସେଣ୍ଟରରୁ ଭାଇରାଲ୍ ହେଲା ସ୍ପଷ୍ଟ ଜଣାପଡ଼ିବ । ସବୁ ସେଣ୍ଟରରେ ସିସିଟିଭି ଲାଗିଛି, ୬୦୦ ସେଣ୍ଟରରେ ଲାଇଟ୍ ବ୍ୟବସ୍ଥା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ