Masthead

କାଲି ଆସିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ଯାଜପୁରରେ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳାଙ୍କୁ ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି ଟଙ୍କା ପ୍ରଦାନ କରିବେ । ଏହି ପର୍ଯ୍ୟାୟରେ ୧୮ ଲକ୍ଷରୁ ଅଧିକ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ । ମହିଳାଙ୍କ ବିକାଶ ପାଇଁ ସୁଭଦ୍ରା ଯୋଜନା କାର୍ୟ୍ୟକାରୀ ହେଉଛି। ବର୍ତ୍ତମାନ ସୁଦ୍ଧା ୮୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇସାରିଲାଣି। ଏଥିରୁ କେହି ବାଦ ପଡ଼ିବେ ନାହିଁ। ସର୍ଭେ ଚାଲିଛି। ଯୋଗ୍ୟ ହିତାଧିକାରୀମାନଙ୍କୁ ନିଶ୍ଚିତ ସୁଭଦ୍ରା ଟଙ୍କା ମିଳିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି