Masthead

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ ବାବୁ

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ବନଖଣ୍ଡ କାର୍ଯ୍ୟାଳୟର ଦୁଇଜଣ କର୍ମଚାରୀ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି । ସେମାନେ ହେଲେ ବ୍ରହ୍ମପୁର ବନଖଣ୍ଡ କାର୍ଯ୍ୟାଳୟର ଜୁନିଅର୍ ଆକାଉଣ୍ଟାଣ୍ଟ ସୂର୍ୟ୍ୟନାରାୟଣ ତ୍ରିପାଠୀ ଓ ୱାଇଲ୍ଡ ଲାଇଫ ଚିଲିକା ବନଖଣ୍ଡର ଜୁନିଅର୍ ଆକାଉଣ୍ଟାଣ୍ଟ ନବୀନ ବିଶୋୟୀ ।

ଉଭୟଙ୍କ ବାସଭବନ, କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ଉ କରିଛନ୍ତି ଭିଜିଲାନ୍ସ ବିଭାଗର ଅଧିକାରୀ । ୨ ଜୁନିଅର୍ ଆକାଉଣ୍ଟାଣ୍ଟଙ୍କ ଘର ବ୍ରହ୍ମପୁରରେ । ଚଢଉ ଜାରି ରହିଥିବାରୁ ସବିଶେଷ ତଥ୍ୟ ମିଳିପାରି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ