Masthead

ମହାକୁମ୍ଭରେ ଅସମ୍ଭାଳ ଭିଡ଼, ବନ୍ଦ ହେଲା ପ୍ରୟାଗରାଜ ସଙ୍ଗମ ଷ୍ଟେସନ୍

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶର ଚାଲିଛି ମହାକୁମ୍ଭ ମେଳା । ପୟାଗରାଜରେ ବୁଡ଼ ପକାଇବା ପାଇଁ ଅସମ୍ଭାଳ ଭିଡ଼ । ବନ୍ଦ ହେଲା ପ୍ରୟାଗରାଜ ସଙ୍ଗମ ଷ୍ଟେସନ୍ । ଗତକାଲିଠାରୁ ତତ୍କାଳ ପ୍ରୟାଗରାଜ ସଙ୍ଗମ ଷ୍ଟେସନ୍ ବନ୍ଦ । ଏଯାବତ ବୁଡ଼ ପକାଇଲେ ୪୧ କୋଟି ଶ୍ରଦ୍ଧାଳୁ । ପ୍ରୟାଗରାଜ ଯିବା ପାଇଁ ସବୁ ରାସ୍ତାରେ ଭାରି ଜାମ । ୨୦୦-୩୦୦ କିଲୋମିଟର ପର୍ୟ୍ୟନ୍ତ ଲମ୍ବିଛି ଗାଡି । ବିଭିନ୍ନ ଆଡୁ ପ୍ରୟାଗରାଜକୁ ସଂଯୋଗ କରୁଥିବା ସବୁ ରାସ୍ତାରେ ପ୍ରବଳ ଗହଳି । ଦୀର୍ଘ କିଲୋମିଟର ପର୍ୟ୍ୟନ୍ତ ଲମ୍ବିଛି ଗାଡ଼ି । ଭିଡ଼କୁ ଦୃଷ୍ଟିରେ ରଖି ସଙ୍ଗମ ଷ୍ଟେସନକୁ ୫ ଦିନ ପାଇଁ ବନ୍ଦ କରିଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି