Masthead

ପଞ୍ଜିକା ସମୀକରଣ ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପୁରୀରେ ପଞ୍ଜିକା ସମୀକରଣ ବୈଠକ । ୨୦୨୫-୨୬ ବର୍ଷ ପାଇଁ ପୁରୀରେ ବସିବ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ଦିନ ୧୨ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏନେଇ ଆଲୋଚନା ହେବ। ବୈଠକରେ ଶ୍ରୀମନ୍ଦିର ନୀତି ପ୍ରଶାସକ, ଉନ୍ନୟନ ପ୍ରଶାସକ, ପଞ୍ଜିକାରମାନଙ୍କ ସମେତ ପୂଜାପଣ୍ଡା ନିଯୋଗ ଓ ମୁକ୍ତିମଣ୍ଡପ ସଦସ୍ୟ ରହିବେ ଉପସ୍ଥିତ। ବିଭିନ୍ନ ପଞ୍ଜିକାରେ ତ୍ରୁଟିକୁ ନେଇ ବିଗତ ଦିନରେ ବିବାଦ ଦେଖାଦେଇଛି। ଆଜିର ବୈଠକରେ ଏପ୍ରସଙ୍ଗରେ ସବିଶେଷ ଆଲୋଚନା କରାଯିବ। ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ