Masthead

ଦ୍ରୁତ ଗତିରେ ଆସି ଘରେ ପଶିଲା ବିଏମଡବ୍ଲ୍ୟୁ କାର୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦ୍ରୁତ ଗତିରେ ଆସି ଘରେ ପଶିଲା ବିଏମଡବ୍ଲ୍ୟୁ କାର୍ । ୪ନଂ ହସ୍ପିଟାଲ ଛକରେ ବିଏମଡବ୍ଲ୍ୟୁ କାର୍ ଦୁର୍ଘଟଣାଗ୍ରସ୍ତ । ରେଡକ୍ରସ୍ ଭବନ ଆଡ଼ୁ ଦ୍ରୁତ ଗତିରେ ଆସି ଘର ଆଡ଼କୁ ମାଡ଼ିଯାଇଥିଲା । ଦୁଇଟା ରାତିରେ ଘଟଛି ଏଭଳି ଦୁର୍ଘଟଣା ।

ୟୁନିଟ ୪ ଅଞ୍ଚଳରେ ଶାସ୍ତ୍ରୀ ନଗର ଟ୍ରାଫିକ ନିକଟରେ ବିଳମ୍ବିତ ରାତିରେ ଦ୍ରୁତ ଗତିରେ ଆସି କାର ଟି ରାସ୍ତାରେ ହୋଇଥିବା ବ୍ୟାରିକେଡ ଭାଙ୍ଗି ଘରେ ପଶିଥିଲା । ସମସ୍ତେ ଶୋଇଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ତେବେ ଏହି ଦୁର୍ଘଟଣାରେ କେହି ମୃତାହତ ହୋଇନାହାନ୍ତି । ଏହି ଦୁର୍ଘଟଣାରେ ଗାଡି ମାଲିକ ମଧ୍ୟ ଅଳ୍ପକେ ବର୍ତ୍ତି ଯାଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼