Masthead

ଖରା ଆରମ୍ଭରୁ ଜଙ୍ଗଲରେ ନିଆଁ!

ସାହାରପଡ଼ା (ବଡ଼ ଖବର ବ୍ୟୁରୋ): ଖରା ଆରମ୍ଭରୁ ଗ୍ରାମ୍ୟ ଜଙ୍ଗଲରେ ନିଆଁ ଲାଗି ବହୁ ବାଉଁଶ ଗଛ ପୋଡ଼ିଗଲା । କେନ୍ଦୁଝର ଜିଲ୍ଲା କେନ୍ଦେପଶି ପଞ୍ଚାୟତ କଟିଆପଡା ଗ୍ରାମ୍ୟ ଜଙ୍ଗଲରେ ଆଜି ନିଆଁ ଲାଗି ବହୁ ସଂଖ୍ୟାରେ ମୂଲ୍ୟବାନ ଗଛ ପୋଡ଼ିଯାଇଛି। ସୂଚନାରୁ ପ୍ରକାଶ ଯେ, ସୋମବାର ଦିନ ୩ଟା ସମୟରେ କେହି ଜଣେ ଦୃର୍ବୁତ୍ତ ନିଆଁ ଲଗାଇ ଦେଇଥିବା ବେଳେ ଘଟଣାସ୍ଥଳରେ ପାଟଣା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ଚେଷ୍ଟା କରିଥିଲେ।

ପରେ ପାଟଣା ଦମକଳବାହିନୀ ପହଞ୍ଚି ନିଆଁକୁ ସମ୍ପୂର୍ଣ୍ଣ ଆୟତ୍ତ କରିଥିଲେ। ସେହିପରି ରାଜନଗର ଦଶରଥପୁର ଗ୍ରାମ୍ୟ ଜଙ୍ଗଲରେ ନିଆଁ ଲାଗିଥିବା ଫାୟାର ଅଫିସର ରମେଶ ଚନ୍ଦ୍ର ଦାସ କହିଛନ୍ତି। ଜଙ୍ଗଲ ବିଭାଗ ପକ୍ଷରୁ ଏଦିଗରେ ଲୋକଙ୍କୁ ସଚେତନ କରାଯିବାକୁ ସାଧରଣରର ଦାବି ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ