Masthead

ଘର ଆଗରେ ନାବାଳକକୁ ଗୁଳିମାଡ, ଦୁର୍ବୁତ୍ତ ଫେରାର

 ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଘର ଆଗରେ ବୁଲୁଥିବା ବେଳେ ନାବାଳକକୁ ଗୁଳିମାଡ଼। ଅନୁଗୁଳ ନିଶା ଶିଳ୍ପାଞ୍ଚଳ ଥାନା ସାନକେରଜଙ୍ଗ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ନାବାଳକର ଜଂଘରେ ବାଜିଛି ଗୁଳି । ଗୁରୁତର ଅବସ୍ଥାରେ ତାକୁ ପ୍ରଥମେ ଅନୁଗୁଳ ମେଡିକାଲ ପରେ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି। କିଏ ଓ କାହିଁକି ନାବାଳକକୁ ଗୁଳିମାଡ଼ କରିଛି କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ସ୍ଥାନୀୟ ପୋଲିସ ଟିମ୍‌ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି । ପରିବାର ସହ ପୂର୍ବଶତୃତାକୁ କେନ୍ଦ୍ର କରି ଗୁଳିମାଡ଼ କରାଯାଇଥିବା ପୋଲିସ ସନ୍ଦେହ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା