Masthead

କଟକରେ ସର୍ବାଧିକ ୧୦୬୦ ଭିକାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଭିକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି। କଟକରେ ସର୍ବାଧିକ ୧୦୬୦ ଭିକାରୀ ଅଛନ୍ତି ବୋଲି ବିଧାୟକ ଲକ୍ଷ୍ମଣ ବାଗଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ଦେଇଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ବରଗଡ଼ରେ ୫୯୫, ଗଞ୍ଜାମରେ ୫୪୫ ଭିକାରୀ ଥିବାବେଳେ ବଲାଙ୍ଗିରରେ ୪୮୨, ସୁନ୍ଦରଗଡ଼ରେ ୪୧୭ ଭିକାରୀ ଅଛନ୍ତି । ସେହିପରି ପୁରୀରେ ୩୫୦ ଭିକାରୀ ଥିବା ଗୃହରେ ଲିଖିତ ଉତ୍ତର ଦେଇଛନ୍ତି ବିଧାୟକ । କହିଛନ୍ତି ରାଜ୍ୟକୁ ଭିକାରୀମୁକ୍ତ କରିବାକୁ ଯୋଜନା ଚାଲିଛି । ପ୍ରଥମ ପର୍ଯ୍ୟାୟରେ ପୁରୀ ଓ ଭୁବନେଶ୍ୱରରେ ଅଭିଯାନ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା