Masthead

ଭୋଗ ଖାଇ ୬ ଗୁରୁତର

ଉଦଳା( ବଡ଼ ଖବର ବ୍ୟୁରୋ): ଭୋଗ ଖାଇ ୧୨ ଅସୁସ୍ଥ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ସୋଲଗଡିଆ ଗାଁରେ । ବୁଧବାର ବାବୁରାମ ସେଠୀଙ୍କ ଘରେ ସତ୍ୟନାରାୟଣ ପୂଜା ହୋଇଥିଲା । ପୂଜା ସରିବା ପରେ ସନ୍ଧ୍ୟାରେ ଲୋକଙ୍କୁ ଭୋଗ ବିତରଣ କରାଯାଇଥିଲା । ତେବେ ଗୁରବାର ସକାଳେ ପରିବାରର ୬ ସଦସ୍ୟ ଅସୁସ୍ଥ ଅନୁଭବ କରିଥିବା ବେଳେ ସନ୍ଧ୍ୟାରେ ଦୁଇ ଶିଶୁଙ୍କ ସମେତ ଆଉ ୬ଜଣ ଅସୁସ୍ଥ ହୋଇପଡିଥିଲେ । ସମସ୍ତଙ୍କୁ ପ୍ରଥମେ ଶାଳଚୁଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ଉଦଳା ଡାକ୍ତରଖାନାକୁ ସ୍ଥାନାନ୍ତିରତ କରାଯାଇଛି । ସେମାନଙ୍କ ମଧ୍ୟରେୁ ୬ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା