Masthead

ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ; ଆଜି ବି ସରଗରମ ରହିବ ଗୃହ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନର ଆଜି ହେଉଛି ତୃତୀୟ ଦିନ । ଅବକାରୀ, ଆଇନ, ପୂର୍ତ୍ତ, ମିଶନ ଶକ୍ତି, ପର୍ଯ୍ୟଟନ, ମହିଳା ଶିଶୁ ବିକାଶ ଭଳି ବିଭାଗ ଗୁଡ଼ିକର ରହିଛି ପ୍ରଶ୍ନକାଳ। ଶୂନ୍ୟ କାଳରେ ବିପର୍ୟ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ବାରବାଟି, ରାସନ କାର୍ଡ ଅବ୍ୟବସ୍ଥା, କୋଟିଆ , ସୁଭଦ୍ରାପରି ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଆଣିପାରନ୍ତି ବିରୋଧୀ । ସେହିପରି ବିରୋଧୀ ପକ୍ଷରୁ ଆଗତ ମୂଲତବୀ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ। ସେପଟେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ। ମୁଖ୍ୟମନ୍ତ୍ରୀ ଆଲୋଚନାରେ ଭାଗନେଇ ନିଜ ବକ୍ତବ୍ୟ ରଖିବେ। ଆଜି ବି ଗୃହ ସରଗରମ ରହିପାରେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା