Masthead

ପୁଣି ମୋ ବସ୍ ନେଲା ମୁଣ୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ପୁଣି ମୁଣ୍ଡ ନେଲା ମୋ ବସ୍ । ଭାଇ ଆଗରେ ଚାଲିଗଲା ଭଉଣୀର ଜୀବନ । କାଲି ରାତିରେ ପାତ୍ରପଡ଼ା ନିକଟରେ ଦୁର୍ଘଟଣା । ମୋ ବସ୍‌ ଧକ୍କାରେ ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ । ମୋ ବସ୍‌ ଜବତ, ସ୍ଥାନୀୟ ଲୋକଙ୍କ ବସ୍‌ ଭଙ୍ଗାରୁଜା । ବେପରୁଆ ଗାଡି ଚାଳନା ପାଇଁ ଚାଲିଗଲା ମହିଳାଙ୍କ ଜୀବନ । ପାତ୍ରପଡାରେ ସିରିଜ ଦୁର୍ଘଟଣା ଘଟାଇ ଖସି ପଳାଉ ଥିବା ବେଳେ ମାଡି଼ବସିଲେ ଲୋକେ ।

ଦୁର୍ଘଟଣା ଘଟାଇବା ପରେ ଗୋଟିଏ ବାଇକ୍‌କୁ ପ୍ରାୟ ୨ କିଲୋମିଟର ଘୋଷାଡ଼ି ନେଲା ବସ୍‌ । ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ତମାଣ୍ଡୋ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି । ବସ ଡ୍ରାଇଭର ସହ ବସକୁ ଅଟକ ରଖି ତଦନ୍ତ କରୁଛି ପୋଲିସ । ମୋ ବସ ଡ୍ରାଇଭର ମଦ୍ୟପାନ କରିଥିଲେ କି ନାହିଁ ସେନେଇ ଯାଞ୍ଚ କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା