Masthead

ଆଜିଠୁ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେଉଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡର ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା । ସକାଳ ସାଢ଼େ ୧୦ଟାରୁ ଏକ୍ସଜାମ୍ ଆରମ୍ଭ ହେବ ।  ଦଶମ ପରୀକ୍ଷା ମାର୍ଚ୍ଚ ୧୮ ତାରିଖ ଯାଏ ଏବଂ ଦ୍ୱାଦଶ ପରୀକ୍ଷା ଆସନ୍ତା ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ହେବ । ଏଥର ସାରା ଦେଶରେ ୭, ୮୪୨ ଏବଂ ବିଦେଶରେ ୨୬ଟି ପରୀକ୍ଷା କେନ୍ଦ୍ରରେ ପ୍ରାୟ ୪୨ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଆଜି ପ୍ରଥମ ଦିନରେ ଦଶମ ଇଂରାଜୀ ପରୀକ୍ଷା ରହିଛି । ଦଶମ ପରୀକ୍ଷା ସୂଚୀ ଅନୁସାରେ ଆଜି ଇଂରାଜୀ, ୨୦ ତାରିଖରେ ବିଜ୍ଞାନ, ୨୨ରେ ସଂସ୍କୃତ, ୨୫ରେ ସୋସିଆଲ୍‌ ସାଇନ୍ସ, ୨୮ରେ ହିନ୍ଦୀ, ମାର୍ଚ୍ଚ ୧୦ରେ ଗଣିତ, ୧୭ରେ ଓଡ଼ିଆ ଓ ୧୮ ତାରିଖରେ କମ୍ପ୍ୟୁଟର ପରୀକ୍ଷା ରହିଛି । ସେହିପରି ଦ୍ୱାଦଶ ଶ୍ରେଣୀର ଆସନ୍ତାକାଲି ଏଣ୍ଟରପ୍ରାଇଜେସ୍‌ ରହିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି