Masthead

ଭିତର କାଠ ନିକଟରେ ପଡ଼ିଲା ରକ୍ତ ଛିଟା, ଶ୍ରୀଜିଉଙ୍କ ବଡ଼ ମହାସ୍ନାନ

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ଭିତର କାଠ ନିକଟରେ ପଡ଼ିଲା ରକ୍ତ ଛିଟା । ରକ୍ତ ଛିଟା ପଡ଼ିଥିବା ଦେଖି ଶ୍ରୀଜିଉଙ୍କ ବଡ଼ ମହାସ୍ନାନ ନୀତି । ବଡ଼ ମହାସ୍ନାନ ନୀତି ପାଇଁ ବନ୍ଦ ରହିଥିଲା ଦର୍ଶନ । ଅବକାଶ ନୀତି ପରେ ଚାଲିଥିଲା ଭିତର କାଠ ଦର୍ଶନ । ଶ୍ରୀମନ୍ଦିର ପରମ୍ପରା ବିଧି ଅନୁସାରେ ଯଦି ଗର୍ଭ ଗୃହ ବା ଭିତର କାଠ ନିକଟରେ ଯଦି ରକ୍ତ ଛିଟା ପଡେ ତେବେ ମହାପ୍ରଭୁଙ୍କ ବଡ ମହାସ୍ନାନ ଅନୁଷ୍ଠିତ ହେବ ।

ଆଜି ଦୈନିକ ନୀତି ସମୟରେ ମହାପ୍ରଭୁଙ୍କ ସେବାୟତ ଭିତରକାଠ ସମ୍ମୁଖରେ ରକ୍ତ ଛିଟା ଦେଖିବାକୁ ପାଇଥିଲେ । ଏହା ପରେ ଆରମ୍ଭ ହୋଇଥିଲା ମହାପ୍ରଭୁଙ୍କ ବଡ ମାହାସ୍ନାନ । ନିୟମ ଅନୁସାରେ କିଛି ଘଣ୍ଟା ପାଇଁ ଦର୍ଶନ ବନ୍ଦ ରହିଥିଲା । ବଡ ମହାସ୍ନାନ ପରେ ପୁଣି ସ୍ୱାଭାବିକ ହୋଇଛି ଦର୍ଶନ । ତେବେ ଏହି ରକ୍ତ ଛିଟା ଶ୍ରଦ୍ଧାଳୁ ନା ସେବାୟତଙ୍କ କ୍ଷତ ଯୋଗୁଁ ପଡିଛି ସେ ବିଷୟରେ ଶ୍ରୀମନ୍ଦିର ପ୍ରଶାସନ କିଛି ସୂଚନା ଦେଇନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା