Masthead

ମୋବାଇଲ ଖେଳିବା କାଳ ହେଲା

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝରରେ ମୋବାଇଲରେ ଖେଳିବା କାଳ ହୋଇଛି । ଟ୍ରେନ ଲାଇନ ଉପରେ ବସି ଇଅରଫୋନ ଲଗାଇ ମୋବାଇଲ ଦେଖୁଥିବା ସମୟରେ ମାଡି ଗଲା ଟ୍ରେନ । ସଦର ଥାନ ରେଙ୍ଗାଳବେଡା ଗାଁର ୨୫ ବର୍ଷର କୁଳମଣି ନାଏକ ଗାଁ ନିକଟରେ ଯାଇଥିବା ଟ୍ରେନ ଲାଇନ ଉପରେ ବସି ମୋବାଇଲ ଦେଖୁଥିଲେ । ଏହି ସମୟରେ ଦ୍ରୁତଗତିରେ ମାଡିଆସିଥିଲା ଟ୍ରେନ୍ । ଘଟଣାସ୍ଥଳରେ କୁଳମଣିଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଜିଆରପି ପହଞ୍ଚି ଅନୁଧ୍ୟାନ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା