Masthead

ରାଜ୍ୟରେ ଆଇଏଏସ୍‌ ଓ ଆଇପିଏସ୍‌ ଅଧିକାରୀଙ୍କ ମରୁଡ଼ି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) ରାଜ୍ୟରେ ଆଇଏଏସ ଆଇପିଏସ ମରୁଡି । ବିଧାନସଭାରେ ଆସିଲା ଏମିତି ତଥ୍ୟ । ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ । ୬୬ ଆଇଏଏସ ପଦବୀ ଖାଲି ପଡ଼ିଥିବା ବେଳେ ୬୯ ଆଇପିଏସ ପଦବି ଖାଲି ପଡିଛି । ରାଜ୍ୟରେ ଓଡ଼ିଶା କ୍ୟାଡରରେ ୨୪୮ ଆଇଏଏସ ପଦବୀ ଥିବା ବେଳେ ୧୮୨ ଜଣ ଆଇଏଏସ ଅଧିକାରୀ କାର୍ଯ୍ୟରତ ଅଛନ୍ତି ।

ଏହା ବ୍ୟତୀତ ୨ ଜଣ ଆଇଏଏସ ଅଧିକାରୀ ଆନ୍ତଃ ରାଜ୍ୟ ଡେପୁଟେସନରେ ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ଅଛନ୍ତି । ୨୨ ଜଣ ଆଇଏଏସ ଅଧିକାରୀ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି । ସେହିପରି ରାଜ୍ୟରେ ସମୁଦାୟ ଆଇପିଏସ ପଦବୀ ସଂଖ୍ୟା ୧୯୫ ଥିବା ବେଳେ ସେଥିରୁ ୬୯ ଟି ପଦବୀ ଖାଲି ଅଛି । ୧୦ ଜଣ ଆଇପିଏସ ଅଧିକାରୀ ବର୍ତ୍ତମାନ ୫ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା