Masthead

ଆଜି ଆସିପାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ନାଁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କିଏ ହେବେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ? ଏନେଇ କଳ୍ପନା ଜଳ୍ପନା ଜାରି ଥିବାବେଳେ ଆଜି ବସିବ ବିଜେପି ବିଧାୟକ ଦଳ ବୈଠକ। ଏଣୁ ଯେ କୌଣସି ମୁହୂର୍ତ୍ତରେ ଦିଲ୍ଲୀ ସିଏମଙ୍କ ନାଁ ଘୋଷଣା କରିପାରେ କେନ୍ଦ୍ରୀୟ ବିଜେପି । ଜୋରସୋରରେ ଚାଲିଛି ଶପଥ ସମାରୋହ ପ୍ରସ୍ତୁତି । ତେବେ ଶପଥଗ୍ରହଣ ସମାରୋହ ଦିଲ୍ଲୀର ରାମଲୀଳା ମୈଦାନରେ ହେବ । ଏଥିପାଇଁ ମଞ୍ଚକୁ ପ୍ରସ୍ତୁତ କରାଯାଉଛି ।

ଜୋର ଶୋରରେ ଚାଲିଛି ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରସ୍ତୁତି କାମ। ୨୦ ଫେବୃଆରୀ ଦିନ ଶପଥ ଗ୍ରହଣ ସମାରୋହ ରାମଲିଲା ମୈଦାନରେ ହେବା ସମ୍ଭାବନା ରହିଛି । ୨୭ବର୍ଷ ପରେ ଦେଶର ରାଜଧାନୀରେ ଦିଲ୍ଲୀରେ ବିଜେପି ସରକାର ଗଠନ କରିଛି। ଶପଥଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ, କେନ୍ଦ୍ର ଗୃହମନ୍ତ୍ରୀ ଓ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ । ଏନଡିଏର ସହଯୋଗୀ ଦଳ ନେତା ବି ଏଥିରେ ସାମିଲ ହେବେ । ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ବି ଶପଥଗ୍ରହଣ ସମାରୋହରେ ସାମିଲ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ