Masthead

ଓଡ଼ିଶାର ଚାଷୀଙ୍କ ସଂଖ୍ୟା କେତେ ?

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଓଡ଼ିଶାର ଚାଷୀଙ୍କ ସଂଖ୍ୟା କେତେ ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ । ରାଜ୍ୟରେ ୪୮ ଲକ୍ଷ ୬୫ ହଜାର ୮୫୦ ଜଣ ଚାଷୀ, ୯ ଲକ୍ଷ ୫ ହଜାର ୧୮୪ ଭାଗଚାଷୀ, ୮ ଲକ୍ଷ ୮୭ ହଜାର ୨୭୨ ଜଣ କ୍ଷୁଦ୍ର ଚାଷୀ ଓ ୩୬ ଲକ୍ଷ ୩୬ ହଜାର ୬୫୮ ଜଣ ନାମମାତ୍ର ଚାଷୀ ଅଛନ୍ତି । ରାଜ୍ୟରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ଅକ୍ଟୋବର ୨୦୨୪ ପର୍ଯ୍ୟନ୍ତ ୩୧,୫୧,୭୦୦ ଚାଷୀ ଉପକୃତ ହୋଇଛନ୍ତି ।

ସେହିଭଳି ସିଏମ କିଷାନ ମାଧ୍ୟମରେ ୪୫,୫୭,୭୩୩ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ୩୯, ୩୦୩ ଭୂମିହୀନ କୃଷି ପରିବାର ଉପକୃତ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ୧୫,୧୭,୦୦୦ ଚାଷୀ ଖରିଫରେ ଓ ୧.୮୩ ଲକ୍ଷ ଚାଷୀ ରବିରେ ପଞ୍ଜୀକରଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ