Masthead

୧୧ଲକ୍ଷ ହଡ଼ପ ଅଭିଯୋଗ, ସରପଞ୍ଚ ନିଲମ୍ବିତ

ଯାଜପୁର (ବଡ଼ ଖବର ବ୍ୟୁରୋ):  ୧୧ଲକ୍ଷ ହଡ଼ପ ଅଭିଯୋଗ, ସରପଞ୍ଚ ନିଲମ୍ବିତ । ଦଶରଥପୁର ବ୍ଲକ ଗ୍ରାମନନ୍ଦିପୁର ପଞ୍ଚାୟତ ସରପଞ୍ଚ ସଞ୍ଜୁକ୍ତା ମହାନ୍ତି ନିଲମ୍ବିତ । ଟଙ୍କା ହେରଫେର ମାମଲାରେ ସଞ୍ଜୁକ୍ତା ମହାନ୍ତି ନିଲମ୍ବିତ । ୧୧ଲକ୍ଷ ୭୨ହଜାର ୫୦୦ଟଙ୍କା ହେରଫେର ଅଭିଯୋଗ । ଭତ୍ତା ଓ ମନରେଗା ଟଙ୍କା ହଡପ ଅଭିଯୋଗ

। ଅଭିଯୋଗ ପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟସରକାର। ସୁସ୍ଥ ଯୁବକଙ୍କୁ ଭତ୍ତା ଦେଇ ହିତାଧିକାରୀଙ୍କୁ ବଞ୍ଚିତ ରଖିବା ଓ ଆବାସ ବଣ୍ଟନରେ ବ୍ୟାପକ ଜାଲିଆତିରେ ଛନ୍ଦି ହୋଇଥିଲେ ସଂଯୁକ୍ତା। ଆଜି ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଏକ ନିର୍ଦ୍ଦେଶନାମା ଜାରି କରି ତାଙ୍କୁ ସରପଞ୍ଚ ପଦରୁ ବହିଷ୍କୃତ କରିଛନ୍ତି। ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ସରକାରଙ୍କ କାର୍ଯ୍ୟାନୁଷ୍ଠାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା