Masthead

ଆଜିଠୁ ମାଟ୍ରିକ ପରୀକ୍ଷା

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ମାଟ୍ରିକ୍ ପରୀକ୍ଷା । ମାର୍ଚ୍ଚ ୬ ଯାଏଁ ଚାଲିବ ପରୀକ୍ଷା । ସକାଳ ୯ଟାରୁ ସାଢ଼େ ୧୧ଟା ଯାଏଁ ଚାଲିଛି ପରୀକ୍ଷା । ୩୧୩୩ କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୨୨ ହଜାର ୩୩୬ ପରୀକ୍ଷାର୍ଥୀ । ଭାଇରାଲ୍ ରୋକିବାକୁ ପ୍ରଶ୍ନପତ୍ରରେ କ୍ୟୁଆର୍‌ କୋର୍ଡ ବ୍ୟବସ୍ଥା କରାଯାଇଛି । ପ୍ରଥମ ଦିନ ଓଡ଼ିଆ ମାତୃଭାଷା ବିଷୟରୁ ପରୀକ୍ଷା ଆରମ୍ଭ ହେବ ।

ରେଗୁଲାର୍‌ ଓ ଏକ୍ସରେଗୁଲାର୍‌ ଗୋଟିଏ ସିଟିଂରେ ପରୀକ୍ଷା ହେବ । ପରୀକ୍ଷାର୍ଥୀମାନଙ୍କୁ ସକାଳ ୭ ଟା ୩୦ ସୁଦ୍ଧା ପରୀକ୍ଷା କେନ୍ଦ୍ର ନିକଟରେ ପହଞ୍ଚିବାକୁ ହେବ। କଡ଼ା ଯାଞ୍ଚ୍‌ ପରେ ପରୀକ୍ଷାର୍ଥୀଙ୍କୁ ଭିତରକୁ ଛଡ଼ାଯାଇଛି । ପରୀକ୍ଷାର୍ଥୀମାନଙ୍କୁ ସାଧାରଣ ହାତ ଘଣ୍ଟା ନେବାକୁ ସୁଯୋଗ ରହିଥିଲେ ହିଁ ଡିଜିଟାଲ୍‌ ତଥା ସ୍ମାର୍ଟ ୱାଚ୍‌ ନେଇପାରିବେ ନାହିଁ ବୋଲି ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ରହିଛି । ଏହି ପରୀକ୍ଷା ଆସନ୍ତା ୬ ତାରିଖ ପର୍ୟ୍ୟନ୍ତ ଚାଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା