Masthead

ବିଧାନସଭା ଅଧିବେଶନ; ସରଗରମ ରହିବ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ ): ବିଧାନସଭାରେ ଦ୍ଵିତୀୟ ଦିନର ବଜେଟ ଉପରେ ସାଧାରଣ ଆଲୋଚନାରେ ହେବ । ଯାହାକୁ ନେଇ ଗୃହ ବେଶ ସରଗରମ ହେବାର ସମ୍ଭାବନା ରହିଛି । ବିରୋଧୀ ଦଳ ନେତା ନବୀନ ପଟନାୟକ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟର ସାଧାରଣ ଆଲୋଚନାରେ ଭାଗନେଇ ନିଜର ମତ ରଖିବେ ।

ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ, କ୍ରୀଡା ଓ ଯୁବ କଲ୍ୟାଣ, ଦକ୍ଷତା ବିକାଶ-ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟର ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗର ରହିଛି ପ୍ରଶ୍ନକାଳ ରହିଛି । ଶୂନ୍ୟ କାଳରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ରାସନ କାର୍ଡ ଅବ୍ୟବସ୍ଥା, କୋଟିଆ ପରି ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିପାରେ । ତେବେ ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହ ଉଷ୍ମ ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!