Masthead

ରାଉରକେଲା ସେକ୍ଟର ୪ରେ ଫୁଟିଲା ଗୁଳି

ରାଉରକେଲା (ବଡ଼ ଖବର ବ୍ୟୁରୋ): ରାଉରକେଲା ସହରର ସେକ୍ଟର ୪ ଅଞ୍ଚଳରେ ଫୁଟିଲା ଗୁଳି । ସେକ୍ଟର ୩ ପୋଲିସ ଥାନା ଅନ୍ତର୍ଗତ ପୋଷ୍ଟାଲ ବ୍ୟାଙ୍କ ରାସ୍ତା ରେ ଫୁଟିଲା ଗୁଳି । ଘଟଣା ସ୍ଥଳରେ ସେକ୍ଟର ୩ ଥାନା ପୋଲିସ କରୁଛି ତଦନ୍ତ । ଘଟଣାସ୍ଥଳରେ ଗୋଟିଏ ରାଉଣ୍ଡ ଗୁଳି ଫୁଟିଛି । ବିଜୟ ଲାକ୍ରାଙ୍କ ବେଗରେ ବାଜିଛି ଗୁଳି। ଗୁଳି ମାଡର କାରଣ ଅସ୍ପଷ୍ଟ ରହିଛି । ମାଟି କାରବାରକୁ ନେଇ ଗୁଳି ମାଡ ହୋଇଥାଇ ପାରେ ବୋଲି ପୋଲିସ କରୁଛି ଅନୁମାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି