Masthead

ଆହୁରି ୨ ଦିନ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେଲା ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ହେଉଛି। ତେବେ ଆସନ୍ତା ୨ଦିନ ମଧ୍ୟ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଥିବାବେଳେ ଘଡ଼ଘଡ଼ି ଓ ବିଜୁଳି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି। ସୋମବାର ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ଆଶଙ୍କା ରହିଛି।

ଏହିସବୁ ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ରହିପାରେ। ସେହିପରି ୩୦ରୁ ୪୦ କି.ମି. ବେଗରେ ପବନ ସହ ଘଡ଼ଘଡ଼ି ଓ ବିଜୁଳି ପାଇଁ କଟକ, ଜଗତ୍‌ସିଂହପୁର, ଅନୁଗୋଳ, ଢ଼େଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି ଓ ଗଞ୍ଜାମ ଆଦି ଜିଲାକୁ ୟେଲୋ ୱାର୍ଣ୍ଣିଂ ରହିଛି। ରବିବାର ପାରଳାଖେମୁଣ୍ଡି ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ୍‌ ଥିବାବେଳେ ମାଲକାନଗିରି ୩୫.୬, ବଲାଙ୍ଗୀର ୩୫, ସମ୍ବଲପୁର ୩୪.୪, ଝାରସୁଗୁଡ଼ାରେ ୩୪ ଡିଗ୍ରୀ ଥିଲା । ଭୁବନେଶ୍ୱର ତାପମାତ୍ରା ୩୩.୩ ଡିଗ୍ରୀ ଥିଲା । ଆଜି ଦିନ ଭିତରେ ଭଦ୍ରକ, ଚାନ୍ଦବାଲି ଓ ବାଲେଶ୍ୱରରେ କିଛି କିଛି ବର୍ଷା ହୋଇଥିବା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ