Masthead

ଓଡ଼ିଶାରେ ଭୂକମ୍ପ ଝଟକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଭୂକମ୍ପ ଝଟକା । ଭୂକମ୍ପର କେନ୍ଦ୍ରସ୍ଥଳ ରହିଛି ବଙ୍ଗୋପସାଗର । ସକାଳ ୬ଟା ୧୦ରେ ଅନୁଭୁତ ହୋଛି ଝଟକା । ପୁରୀଠାରୁ ୨୮୬ କିମି ଦୂରରେ ଭୂମିକମ୍ପର କେନ୍ଦ୍ରସ୍ଥଳ ରହିଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତିବ୍ରତା ରହିଛି ୫.୧ ମ୍ୟାଗନେଚ୍ୟୁଟ୍‌ । ଭାରତ ସମେତ ବାଂଲାଦେଶର ଅନେକ ସ୍ଥାନରେ ଭୂକମ୍ପ ଝଟକା ଅନୁଭୁତ ହୋଇଛି । ଓଡ଼ିଶାରେ ମଧ୍ୟ ଝଟକା ଅନୁଭୁତ ହୋଇଛି । ପୁରୀଠାରୁ ଭୂକମ୍ପର କେନ୍ଦ୍ରସ୍ଥଳ ରହିଛି ୨୮୬ କିଲୋମିଟର, ବ୍ରହ୍ମପୁରରୁ ଦୂରତା ରହଛି ୩୯୪ କିଲୋମିଟର । ସେହିପରି ଭୁବନେଶ୍ବରରୁ ଦୂରତା ରହିଛି ୨୯୭ କିଲୋମିଟର ରହିଛି । ପଶ୍ଚିମବଙ୍ଗ ହଳଦିଆଠାରୁ ୨୮୬, କୋଲକାତାରୁ ୩୪୦ ଦୂରତା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ