Masthead

ଧାନ କିଣା ପାଇଁ ଡେଡଲାଇନ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସରକାରଙ୍କ ପକ୍ଷରୁ ଧାନ କିଣା ଜାରି ରହିଛି। ଏହାରି ମଧ୍ୟରେ ସରକାର ସମୟସୀମା ଧାର୍ଯ୍ୟ କରିଛନ୍ତି। ଆସନ୍ତା ମାର୍ଚ୍ଚ ୩୧ ଡେଡ୍ ଲାଇନ୍ ଧାର୍ଯ୍ୟ କରିଛନ୍ତି ସରକାର। ସୂଚନା ଦେଲେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏବେ ସୁଦ୍ଧା ୬୫ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ କରିସାରିଛନ୍ତି। ପୂର୍ବରୁ ଚଳିତ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ଲକ୍ଷ୍ୟକୁ ୬୫ ଲକ୍ଷ ମେଟ୍ରିକ୍ ଟନ୍ ରୁ ୭୭ ଲକ୍ଷ ମେଟ୍ରିକ୍ ଟନକୁ ବୃଦ୍ଧି କରିଥିଲେ ରାଜ୍ୟ ସରକାର।

ଚଳିତ ବର୍ଷ, କ୍ରୟ ସମୟରେ ଚାଷୀଙ୍କ ସ୍ୱାର୍ଥକୁ ସର୍ବାଧିକ ଗୁରୁତ୍ୱ ଦିଆଯାଇ ମଣ୍ଡିଗୁଡ଼ିକରେ ଆବଶ୍ୟକୀୟ ବ୍ୟବସ୍ଥା କରାଯାଇଛି। ଚାଷୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି, ମଣ୍ଡିଗୁଡ଼ିକରେ ସିସିଟିଭି ବ୍ୟବସ୍ଥା ସହିତ ୩୮୮୩ ଜଣ ନୋଡାଲ୍ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ଏହା ସହିତ, ବାହାର ଧାନ ଯାନଗୁଡ଼ିକ ଉପରେ କଡ଼ା ନଜର ରଖିବା ପାଇଁ ୨୧୭ଟି ଏନଫୋର୍ସମେଣ୍ଟ ସ୍କ୍ୱଡ୍ ଗଠନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା