Masthead

ଓଡ଼ିଶା ଆସୁଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା। ସଂଧ୍ୟା ୭ଟା ୫୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ଜେପି ନଡ୍ଡା । ବିମାନବନ୍ଦରରୁ ସିଧା ପୁରୀ ଯାଇ ସେଠାରେ ରାତ୍ରୀଯାପନ କରିବେ । ୨୮ ତାରିଖ ପୂର୍ବାହ୍ନ ୧୦ଟାରେ ପୁରୀରେ ହେବାକୁ ଥିବା ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ ଉଦଘାଟନ କରିବେ । ଅପରାହ୍ନ ୨ଟାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ପରେ ଭୁବନେଶ୍ୱର ଆସି ରାଜ୍ୟ ଅତିଥି ଭବନରେ ଅଢ଼େଇ ଘଣ୍ଟା ରହିବେ । ସନ୍ଧ୍ୟାରେ ସେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ