Masthead

ନବ ଦାସ ହତ୍ୟା ଡାଏରୀ ରିଓପନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ । ଝିଅ ଦୀପାଳି ଓ ପୁଅ ବିଶାଳଙ୍କୁ ନୋଟିସ କଲା କ୍ରାଇମବ୍ରାଞ୍ଚ । ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ହାଜର ହେବାକୁ ନୋଟିସ୍‌ । ମାମଲାରେ କ୍ରାଇମବ୍ରାଞ୍ଚ ନିକଟରେ ପକ୍ଷ ରଖିବାକୁ ଉଭୟଙ୍କୁ ନୋଟିସ୍‌ କରାଯାଇଛି । ନବଙ୍କ ହତ୍ୟାକୁ ନେଇ ଉଭୟଙ୍କ ବୟାନବାଜିକୁ ନେଇ ନୋଟିସ୍‌ । ମାମଲାରେ ଏବେ ଯାଏଁ କ୍ରାଇମବ୍ରାଞ୍ଚର ତଦନ୍ତ ସମାପ୍ତ ହୋଇନି ।

ଫାଇନାଲ ଚାର୍ଜସିଟ୍‌ ଦାଖଲ କରିନି କ୍ରାଇମବ୍ରାଞ୍ଚ । ତେବେ କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ କିଛି ଆପତ୍ତି ଥିଲେ ଉଭୟ ଜଣାଇପାରିବେ। ଉଭୟଙ୍କ ବୟାନ ମାମଲାକୁ ଦେଇପାରେ ନୂଆମୋଡ଼ । ଏବେ ବି ନବ ଦାସ ହତ୍ୟା ମାମଲାର ତଦନ୍ତ ଓପନ୍ ଥିବା କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର । ପୂର୍ବରୁ ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କୁ କହିଥିଲେ ଦୀପାଳି । ପରିବାର ସହ ଆଲୋଚନା କରି ଏଥିପାଇଁ ଲିଖିତ ଭାବେ ଦେବାକୁ ବି ଦୀପାଳି କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼