Masthead

ଆଜିଠୁ ସବୁ ପଞ୍ଚାୟରେ ହେବ ‘ସୁଭଦ୍ରା ରାଲି’

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ): ଆଜିଠୁ ସବୁ ପଞ୍ଚାୟରେ ହେବ ‘ସୁଭଦ୍ରା ରାଲି’। ମହିଳା ସଶକ୍ତିକରଣ ଓ ସାମାଜିକ କଲ୍ୟାଣ ବାର୍ତ୍ତା ନେଇ ଏହି ରାଲି ଆୟୋଜନ କରାଯିବ। ଏଥିରେ ଏସଏଚଜି ମହିଳା, ଛାତ୍ରୀମାନେ ସାମିଲ ହେବେ । ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ ପର୍ୟ୍ୟନ୍ତ ରାଲି ଚାଲିବ । ମହିଳା ସଶକ୍ତିକରଣ ଓ ସାମାଜିକ କଲ୍ୟାଣ ବାର୍ତ୍ତା ଆଧାରରେ ଏହି ରାଲି ଅନୁଷ୍ଠିତ ହେବ ।

ରାଜ୍ୟର ୬ ହଜାର ୪୯୪ଟି ସ୍ଥାନରେ ସୁଭଦ୍ରା ରାଲିର ଆୟୋଜନ କରାଯାଇଛି । ସୁଭଦ୍ରା ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ପାଇଁ ପଥପ୍ରାନ୍ତ ସଭାର ମଧ୍ୟ ଆୟୋଜନ କରାଯିବ । ଯୋଜନାକୁ ବ୍ୟାପକ କରିବାକୁ ଲକ୍ଷ୍ୟ ରହିଛି ବୋଲି ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଆସନ୍ତାକାଲି ୧ ଲକ୍ଷ ୭୦ ହଜାର ସୁଭଦ୍ରା ହିତାଧିକାରୀ ପ୍ରଥମ କିସ୍ତିର ପଞ୍ଚମ ପର୍ୟ୍ୟାୟ ଟଙ୍କା ପାଇବେ । ୮ ତାରିଖ ମହିଳା ଦିବସ ଅବସରରେ ପ୍ରାୟ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଦ୍ବିତୀୟ କିସ୍ତି ଟଙ୍କା ଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼