Masthead

ଭିଜିଲାନ୍ସ ଜାଲରେ ଏସଟିଏ ଡେପୁଟି କମିଶନର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଏସଟିଏ ଡେପୁଟି କମିଶନର । ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ରେଡ୍ । ୯ଟି ସ୍ଥାନରେ ଏକକାଳୀନ ଚଢାଉ । ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ କଟକରେ ମଧ୍ୟ ରେଡ୍ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ।

ଭୁବନଶ୍ୱେର ଚନ୍ଦ୍ରଶେଖର ଓ ରଘୁନାଥପୁରରେ ରେଡ୍ । ଭୁବନେଶ୍ୱରର ଗୋବିନ୍ଦପ୍ରସାଦରେ ୫ମହଲା ବିଲ୍ଡିଂରେ ଠାବ । ମଳିପଡ଼ା ସମ୍ପର୍କୀୟଙ୍କ ନାଁରେ ଥିବା ପେଟ୍ରୋଲ ପମ୍ପରେ ରେଡ୍ । ନୟାଗଡ଼ କୁଶପଲ୍ଲାରେ ଥିବା ଫାର୍ମ ହାଉସରେ ଚଢାଉ । ଖୋର୍ଦ୍ଧା ଟାଙ୍ଗୀ ସ୍ଥିତ ପୈତୃକ ଘରେ ଚଢାଉ । ପୁରୀ ବାଲିଖଣ୍ଡରେ ନିର୍ମାଣଧୀନ ବିଲ୍ଡିଂ ରେଡ୍ । କଟକ ସ୍ଥିତ ସରକାରୀ କାର୍ଯ୍ୟାଳୟରେ ଚଢାଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ